ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟେନ୍ସନ୍ରେ ଟିମ୍ ଇଣ୍ଡିଆ: ଏବେ ହେବ କ’ଣ… ନୂଆଦିଲ୍ଲୀ,୫।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହି ସିରିଜ ପାଇଁ ଷ୍ଟାର ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ବିସିସିଆଇ ଘୋଷଣା କରିବା...