କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’
ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ ବର୍ତ୍ତମାନ, ମାତ୍ର ଗୋଟିଏ ମାସ ମଧ୍ୟରେ ସେ ପୁଣିଥରେ ଶ’ଙ୍କ ସହ ସମ୍ପର୍କ…

