ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ଭାଜପାରେ ଯୋଗଦେଲେ ଆମ ଆଦମୀ ପାର୍ଟି (AAP) ର ୩ ବିଦ୍ରୋହୀ ବିଧାୟକ
ନୂଆଦିଲ୍ଲୀ,୨।୧୧: ପଞ୍ଜାବରେ ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ, ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ, ଆଜି ସୋମବାର (ନଭେମ୍ବର ୨) ଦିନ ଦିଲ୍ଲୀସ୍ଥିତ ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ‘ଏଏପି’ର ୩…

