ଆମ ବସକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ, କହିଲେ ଯମ ବସ୍… ଭୁବନେଶ୍ବର,୧୧ା୧: ବାରମ୍ବାର ଆମ ବସ୍ ଦୁର୍ଘଟଣା ପରେ ମୁହଁ ଖୋଲି ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା । ଆମ ବସ୍କୁ ନେଇ ପ୍ରତ୍ୟେକ ଲୋକଙ୍କ ପାଟିରୁ ବର୍ତ୍ତମାନ ଯମ ବସ୍ ବାହାରୁଛି । ଏବେ ଯେଉଁଭଳି…