୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ… ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରେଟ୍ଙ୍କୁ ନିଜର ପତ୍ନୀ କରିବେ। ଆସନ୍ତା ମାସ ଜୁଲାଇ…