Tag Archives: aap

କ୍ରିଟିକାଲ କେୟାର ବ୍ଲକରୁ ଯନ୍ତ୍ରପାତି ଚୋରି: କାର୍ଯ୍ୟାନୁଷ୍ଠାନ ଦାବି କଲା AAP

ବରଗଡ଼,୨୪ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କ୍ରିଟିକାଲ କେୟାର ବ୍ଲକରୁ ଯନ୍ତ୍ରପାତି ଚୋରି ଘଟଣା ହଇଚଇ ସୃଷ୍ଟି କରିଛି। ପୋଲିସ ଏହାର ଥଳକୂଳ ପାଇ ପାରି ନ ଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏହାର ଉଚ୍ଚସ୍ତରୀୟ...

ଆପକୁ ଲାଗିଲା ଜବରଦସ୍ତ ଝଟକା, ସୋସିଆଲ ମିଡିଆରେ ପୋଷ୍ଟ କରି ଏହି ନେତା କହିଲେ…

ଚଣ୍ଡିଗଡ଼,୧୯।୭: ପଞ୍ଜାବ ଖରାର ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ଅନମୋଲ ଗଗନ ମାନ, ଯାହାଙ୍କୁ ପୂର୍ବରୁ ମନ୍ତ୍ରୀ ପଦରୁ ହଟାଯାଇଥିଲା, ସେ ଏବେ ତାଙ୍କ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ବିଧାନସଭାର ବାଚସ୍ପତି କୁଲତାର ସିଂହ ସନ୍ଧୱାନଙ୍କୁ ଶୀଘ୍ର...

ଦିଲ୍ଲୀରେ ଏବେ ଟ୍ରିପଲ୍‌ ଇଞ୍ଜିନ ସରକାର, ଭୁଶୁଡ଼ିଲା କେଜ୍‌ରିଓ୍ବାଲଙ୍କ କ୍ଷମତାର ଶେଷ ଦୁର୍ଗ

ନୂଆଦିଲ୍ଲୀ,୨୫।୪: ଜାତୀୟ ରାଜଧାନୀ ଦିଲ୍ଲୀରେ ଶୁକ୍ରବାରଠାରୁ’ଟ୍ରିପଲ ଇଞ୍ଜିନ’ ସରକାର ଆରମ୍ଭ ହୋଇଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ରାଜା ଇକବାଲ ମେୟର ନିର୍ବାଚନରେ ବିଜୟୀ ହୋଇଛନ୍ତି। ସେହିଭଳି ଡେପୁଟି ମେୟର ପଦବୀ ମଧ୍ୟ ଭାଜପା ପାଖରେ ରହିଛି। ତେବେ ଆମ ଆଦମୀ...

‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମ ଆଦମୀ ପାର୍ଟି ମେୟର ନିର୍ବାଚନରେ ଲଢ଼ିବ ନାହିଁ। ଆତିଶୀ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍‌ କଲା ଆପ୍‌

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ ଏହାର ସମୟ ଅପରାହ୍ନ ୪.୩୦ ରେ ସ୍ଥିର କରାଯାଇଥିଲା। ଦିଲ୍ଲୀର ରାମଲୀଳା...

Exit Poll Delhi Election: ଦିଲ୍ଲୀରେ ଭାଜପା ଲହର, ୮ ଏକ୍‌ଜିଟ୍‌ ପୋଲ୍‌ରେ ବହୁମତ, ରେସ୍‌ ବାହାରେ AAP 

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭାର ମୋଟ ୭୦ଟି ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ବୁଧବାର ଇଭିଏମ୍‌ରେ କଏଦ ହୋଇଛି। ସା ୫ଟା ସୁଦ୍ଧା ଦିଲ୍ଲୀରେ ୫୭.୭୦ ପ୍ରତିଶତ ମତଦାନ ହୋଇଛି। ଫେବୃଆରୀ ୮ରେ ଏହି ନିର୍ବାଚନର ଫଳାଫଳ...

ଭବିଷ୍ୟବାଣୀ କଲେ କେଜ୍‌ରିଓ୍ବାଲ: ‘ଦିଲ୍ଲୀରେ ଏତିକି ଆସନରେ ଜିତିବ ଆପ୍‌ , ଯଦି…’

ନୂଆଦିଲ୍ଲୀ, ୩।୨: ଦିଲ୍ଲୀରେ ୩ୟ ଥର ପାଇଁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ସରକାର ଗଢ଼ିବା ନେଇ ସେ ଆଶାବାଦୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ପ୍ରଚାରର ଶେଷ ଦିନରେ ସେ...

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି ଗଞ୍ଜାମ ଜିଲା ସଙ୍ଗଠନ ତରଫରୁ ତାଙ୍କର ଇସ୍ତଫା ଦାବି କରାଯାଇଛି। ଏନେଇ...

ଆଉ ଏକ ବଡ଼ ଗ୍ୟାରେଣ୍ଟି ଦେଲେ କେଜ୍‌ରିଓ୍ବାଲ: ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପୂର୍ବରୁ ଆମ ଆଦ୍‌ମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆପ୍‌ ସରକାର ଦିଲ୍ଲୀର ବୃଦ୍ଧଙ୍କୁ...

ଭୋଟର ତାଲିକାରୁ ନାଁ କଟାଯିବାର ପ୍ରମାଣ ଦେଲା ଆପ୍‌

ନୂଆଦିଲ୍ଲୀ,୧୧ା୧୨: ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ଭାଜପା ଭୋଟର ତାଲିକାରେ ଜାଲିଆତି ଉଦ୍ୟମ କରୁଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଅଭିଯୋଗ କରିଛି। କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବା ଆପ୍‌ର ନେତାମାନେ ବୁଧବାର ନିର୍ବାଚନ...

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିଫଳ ହୋଇଛନ୍ତି। କେଜ୍‌ରିଓ୍ବାଲ...

ଭାଜପାରେ ମିଶିବେ କି କୈଳାସ ଗେହଲଟ୍‌, ବୀରେନ୍ଦ୍ର କହିଲେ ଏମିତି କିଛି…

ନୂଆଦିଲ୍ଲୀ,୧୭ା୧୧: ଦିଲ୍ଲୀ ସରକାରରେ ପରିବହନ ମନ୍ତ୍ରୀ ତଥା ବିଧାୟକ କୈଳାସ ଗେହଲଟ୍‌ ରବିବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ତାଙ୍କ ଇସ୍ତଫା ଆମ୍‌ ଆଦ୍‌ମୀ ପାର୍ଟି ପାଇଁ ଏକ ବଡ଼ ଝଟ୍‌କା। ଦୁଇ ମାସ ପରେ ଦିଲ୍ଲୀରେ ବିଧାନସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri