ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା କରାଯାଇଛି। ସହରର ପୋଶ୍ ଅଞ୍ଚଳ କୁହାଯାଉଥିବା ‘ମଡେଲ ଟାଉନ’ସ୍ଥିତ ଗୁରୁଦ୍ୱାର ସାହିବ ବାହାରେ…