Tag Archives: aap

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ, ଏଏପି ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ, ୧୪।୧୧: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଆମ୍ ଆଦମୀ ପାର୍ଟିକୁ ଭାରି ପଡିଛି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ଏଏପିକୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେହିଭଳି…

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା…

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ…

‘କେଜ୍‌ରିୱାଲଙ୍କୁ ଭୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି’

ନୂଆଦିଲ୍ଲୀ,୩୧।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରିବା ପରେ ଜାତୀୟ ରାଜଧାନୀରେ ରାଜନୀତି ଚରମ ସୀମାରେ ପହଞ୍ଚିଛି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ନୋଟିସ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri