ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ ପ୍ରସ୍ତୁତ ହୋଇଗଲେଣି। ବୈଭବଙ୍କ ସାନ ଭାଇ ଆର୍ଶିବାଦ ସମସ୍ତିପୁରରେ ଏକ ସ୍ଥାନୀୟ ଟୁର୍ଣ୍ଣାମେଣ୍ଟରେ…