‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’ ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ବର୍ତ୍ତମାନ ଏହି ସର୍ଭେରେ...