ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ିଛି।…