ଆବେଲ ପୁରସ୍କାର-୨୦୨୫ ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ପ୍ରଦାନ କରାଯାଉଥିବା ଗୋଟିଏ ଉଲ୍ଲେଖନୀୟ ପୁରସ୍କାର। ଗଣିତ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ଜଣେ ଗଣିତଜ୍ଞଙ୍କୁ ଏହା ପ୍ରଦାନ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍ସ ହେନ୍ରିକ ଆବେଲ (୧୮୦୨-୧୮୨୯)ଙ୍କ ନାମାନୁସାରେ ନରଓ୍ବେ...