ଜୀବନ ଯୁଦ୍ଧରେ ହାରିଗଲେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଭୁବନେଶ୍ୱର,୨୫।୧: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ…