‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି ପଦ ଗ୍ରହଣ କରିଛନ୍ତି। ଏହି ପ୍ରତିବାଦରେ ‘କକ୍ରୋଚ ଜନତା ପାର୍ଟି’ (CJP) ଗୁରୁତ୍ୱପୂର୍ଣ୍ଣ…