CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଆଜି (ଶନିବାର) ଅପରାହ୍ନରେ…