କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…
ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ ରଙ୍କା ମଙ୍ଗଳବାର (୨୯ ସେପ୍ଟେମ୍ବର) ‘X’ (ଟୁଇଟର)ରେ ଅଭିଜିତ ଦୀପକେଙ୍କ ସହ କିଛି…

