Tag Archives: abhijit dipke

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛି। CJP ସଂଯୋଜକ ଅଭିଜିତ ଦୀପକେ ଘୋଷଣା କରିଛନ୍ତି ଯେ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି ଅଧ୍ୟକ୍ଷ ଦାବି କରୁଛନ୍ତି ଯେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ପ୍ରଶ୍ନପତ୍ର ଲିକ ହୋଇନାହିଁ,…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ ପାଇଁ ୩୦୦ କୋଟି ଟଙ୍କାର ବଜେଟ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ ପୋଷ୍ଟ କରି ଲଦାଖ ପାଇଁ ସମର୍ଥନ ମାଗିଥିବା ବେଳେ କକରୋଚ ଜନତା ପାର୍ଟି…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ କରିବାକୁ ଘୋଷଣା କରାଯାଇଛି। ଏହା ପୂର୍ବରୁ CJP ପୁଣିଥରେ ସରକାରଙ୍କୁ ଅଲ୍ଟିମେଟମ୍‌ ଦେଇଛି।…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ ଦାବି କରୁଛନ୍ତି। ଏହି ସମୟରେ CJP ପ୍ରତିଷ୍ଠାତା ଅଭିଜୀତ ଦୀପକେ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ ଜବାହରଲାଲ ନେହରୁଙ୍କ ନାମ ନେଇଥିଲେ। ତାଙ୍କ ଏହି ଉତ୍ତରକୁ ନେଇ CJPର ଆଶୁତୋଷ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ ଯୁବପିଢ଼ିଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନକରିବାର ଅଭିଯୋଗ ଆଣିଛି। CJPର କହିବା ଅନୁସାରେ,…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ଶେୟାର…

NDAରେ ସାମିଲ ହେବେ ଅଭିଜିତ ଦୀପକେ! ଅଫର୍‌ ମିଳିବା ପରେ ଦେଲେ ବଡ଼ ଜବାବ

ନୂଆଦିଲ୍ଲୀ, ୧୯।୮: କେନ୍ଦ୍ର ସରକାରର ମନ୍ତ୍ରୀ ଏବଂ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଅଠାୱଲେ)ର ମୁଖ୍ୟ ରାମଦାସ ଅଠାୱଲେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (NDA)ରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା ଭାରୀ ପଡ଼ିଲା। ସମର୍ଥକଙ୍କ ସହ ପାର୍କରେ ବୈଠକ ଆରମ୍ଭ କରିବା ମାତ୍ରେ ସ୍ଥାନୀୟ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି ପଚାରୁଥିଲେ ଯେ ‘ଯନ୍ତର-ମନ୍ତର ସିଜିନ୍-୨’ କେବେ ଆରମ୍ଭ ହେବ? ମୁଁ ସେମାନଙ୍କୁ କହିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?