ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।...