ହଠାତ କଳା କାର୍ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା… ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍ ସୁପର-୮ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ଯୁବ ଓପନର୍ ଅଭିଷେକ ଶର୍ମାଙ୍କ ଫର୍ମକୁ ନେଇ ସାରା ଦେଶରେ ଚର୍ଚ୍ଚା…