Tag Archives: Abhishek Sharma

ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୯ା୧୦: ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଏହି ପ୍ରଶ୍ନର ଉତ୍ତରରେ ଅନେକ କ୍ରିକେଟରଙ୍କ ନାଁ ସାମ୍ନାକୁ ଆସିପାରେ। କିନ୍ତୁ ଭାରତୀୟ ଦଳର ପୂର୍ବତନ କ୍ରିକେଟର ଦିନେଶ କାର୍ତ୍ତିକ ଏହି ପ୍ରଶ୍ନର ସିଧାସଳଖ ଉତ୍ତର ଦେଇଛନ୍ତି । ତାଙ୍କ ମତରେ, ଭାରତୀୟ…

ଅଭିଷେକ-ବୈଭବଙ୍କ ବ୍ୟାଟିଂ ଦେଖି ତାଜୁବ୍ ପାକିସ୍ତାନ! କାନ ଧରି ପୂର୍ବତନ କ୍ରିକେଟର କହିଲେ….

ନୂଆଦିଲ୍ଲୀ,୨୮।୧୦ : ଭାରତୀୟ ଓପନରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର । ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର ଲକ୍ଷ୍ୟ ରଖିଥିବା ବେଳେ ଅଭିଷେକ ଓ ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଏହି…

ଅଭିଷେକ ଶର୍ମାଙ୍କ ସହ ବିବାହ, ଶୁବମନ ଗିଲଙ୍କ ସହ ଡେଟ, ଆଉ ଶ୍ରେୟସ ଆୟରଙ୍କ ବିଷୟରେ କ’ଣ? ନିଜ ମନକଥା ଖୋଲି କହିଲେ ଅନାୟା ବାଙ୍ଗର

ନୂଆଦିଲ୍ଲୀ,୧୯।୧୦: ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ଝିଅ ଅନାୟା, ନିଜର ରୂପ ଏବଂ ଫ୍ୟାଶନ ଶୈଳୀ ପାଇଁ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ଏକ ସାକ୍ଷାତକାରରେ, ଅନାୟା ଏକ ‘ରାପିଡ-ଫାୟାର୍‌’ (ଦ୍ରୁତ ପ୍ରଶ୍ନୋତ୍ତର) ରାଉଣ୍ଡରେ ଭାଗ…

ଅଭିଷେକ ଶର୍ମାଙ୍କ ବଡ଼ କୀର୍ତ୍ତିମାନ: ବିଶ୍ୱରେ ହେଲେ ନମ୍ବର-୧, ସମସ୍ତଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ, ୧୫।୧୦: ଟି-୨୦ କ୍ରିକେଟ ଦୁନିଆରେ ଛକା ମାରିବାର ନୂଆ ବାଦଶାହ ପାଲଟିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି ସେ। ୱେଷ୍ଟଇଣ୍ଡିଜ ବିପକ୍ଷ ଚତୁର୍ଥ ଟି-୨୦…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର ଷ୍ଟ୍ରାଇକ ରେଟ ସହିତ ଖେଳାଯାଇଥିବା ଏହି ଇନିଂସ ମାଧ୍ୟମରେ, ସେ ସାମ୍ନା କରିଥିବା…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି। ଅଭିଷେକ ଶର୍ମା ଏବଂ ତିଲକ ବର୍ମାଙ୍କ ଅର୍ଦ୍ଧଶତକ ଭାରତୀୟ ଦଳର ସ୍କୋରକୁ ୨୧୧…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି ଝୁଲାଇବାର ଅଭିନୟ) କରିଥିଲେ; ଏହି ଭଙ୍ଗୀ ଭାରତୀୟ ବ୍ୟାଟରଙ୍କ ବୟସକୁ ଇଙ୍ଗିତ କରୁଥିଲା…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସ ସମୟରେ ସେ ୨୦୨୬ ବର୍ଷରେ ୧୦୦ଟି…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର ୨୦ଟି ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଆରମ୍ଭରୁ ହିଁ ସେ ପାକିସ୍ତାନୀ…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଟି-୨୦ ଟିମ୍‌ର ବିସ୍ଫୋରକ ଓପନର୍ ଅଭିଷେକ ଶର୍ମା ଫ୍ରାଞ୍ଚାଇଜର ଅଧିନାୟକତ୍ୱ ନିଷ୍ପତ୍ତିକୁ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର ବ୍ୟାଟିଂ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଛନ୍ତି। ସେ ମାତ୍ର ୩୦ଟି ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?