ଅବିନାଶଙ୍କୁ କଳାହାଣ୍ଡିର ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ଯୁବ ସଭାପତି ଭାବେ ଅବିନାଶ ଠାକୁରଙ୍କ ନାମ ଚୟନ…