ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ ଓ୍ବାଶିଂଟନ୍,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ ନାଇଜେରିଆ ସୈନ୍ୟବାହିନୀର ମିଳିତ ସହଯୋଗରେ ଏହା ଘଟିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି…