ABVPର ବିଜୟ ପରେ ଶାହା କହିଲେ ବଡ଼ କଥା, ଓଡ଼ିଶାର ରାଜନୈତିକ ମହଲରେ ହଇଚଇ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୧୦: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ର କର୍ମୀମାନଙ୍କୁ ସେମାନଙ୍କର ବଡ଼ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଶନିବାର (ଅକ୍ଟୋବର ୧୭) ସେ କହିଛନ୍ତି ଯେ, ସଂଗଠନର ଏହି…
ବଲାଙ୍ଗୀର ଜିଲା ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ଗିରଫ କଲା ପୋଲିସ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି। ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ବଲାଙ୍ଗୀର ଜିଲା ଛାତ୍ର ସଭାପତି ସୁମନ ନନ୍ଦଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସରକାରଙ୍କ ବିରୋଧରେ ବଡ଼ ଦାବି କଲା ABVP
ଭୁବନଶ୍ୱେର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉ ସହ ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ…
କିଟ୍ ବିଶ୍ୱବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା: ଏବିଭିପିର ବିକ୍ଷୋଭ
ଭବାନୀପାଟଣା,୧୯ା୨(ଉତ୍ତମ କୁମାର ଦାଶ): ଭୁବନେଶ୍ୱରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲ ରୁମ୍ରେ ଗତ ରବିବାର ୨୦ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍ସଲ୍ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ନେପାଳୀ ଛାତ୍ରମାନେ ବିରୋଧ କରିବା ପରେ ସେମାନଙ୍କୁ ମାଡ଼ମାରି ବିଶ୍ୱବିଦ୍ୟାଳୟ ପରିସରରୁ ବାହାର କରିଦିଆଯିବା…

