Tag Archives: accident

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା ହୋଇଥିବା ସୂଚନା ରହିଛି । ବସ ଓଲଟି ପଡିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ବାଇଗଣବାଡ଼ି ଗାଁର...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଋତୁର ଏହି ପ୍ରଥମ କୁହୁଡ଼ି ଯୋଗୁଁ ସୋମବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ୨୫ଟି ଗାଡ଼ି...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମାପଡ଼ା ଅଞ୍ଚଳର ଏକ ଗାଡ଼ିରେ ୧୩ ଜଣ...

ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌, ୧୦ ମୃତ

ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ ବସ୍‌ ଚିତ୍ତୁର-ମାର୍ଦୁମଲ୍ଲୀ ଘାଟ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ ଗଭୀର ଘାଟିକୁ ଖସିପଡ଼ିଛି।...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ପଣ୍ଡା...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ...

ରାସ୍ତାକଡ଼ ସାଇନ୍‌ବୋର୍ଡରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ସାନଭାଇ...

ଘରକୁ ଫେରିବାବେଳେ ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଲା ପିକ୍‌ଅପ୍‌

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପଳାଶପୁର-ଡେଙ୍ଗାଓସ୍ତା ରାସ୍ତାର ଲୁଣିଲାଠି ଗ୍ରାମ ନିକଟରେ ବୁଧବାର ଅପରାହ୍ନରେ ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି ୦୫ ବିଜି-୨୨୦୬) ଏକ ବାଇକ୍‌ (ନଂ.ଓଡି୦୫ ଡବ୍ଲ୍ୟୁ – ୮୮୯୬)କୁ ଧକ୍କା ଦେବାରୁ ବାଇକ୍‌ ଚାଳକ...

ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ...

ମୌଳଭଞ୍ଜା ବ୍ରିଜ ଉପରେ ୨ ପଲସର ମୁହାଁମୁହିଁ, ୪ ଯୁବକ ଗୁରୁତର

ଦିଗପହଣ୍ଡି, ୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମୌଳାଭଞ୍ଜା ବ୍ରିଜ ଉପରେ ମଙ୍ଗଳବାର ସାରେ ୨ଟି ପଲସର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୪ ଯୁବକ ଗୁରୁତର ହୋଇଛନ୍ତି। ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri