ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା…