କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣଙ୍କ ହେଲେ ବାହାଦୂର ପଦର ଗ୍ରାମର ନେପାଳ ପୋଢ଼ (୨୪)। ନେପାଳ…