ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି…