ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା। ତେବେ ଡ୍ରାଇଭର ନିଖୋଜ ହୋଇଯାଇଛନ୍ତି। ସୋମବାର ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍ରେ ଏହି…