Tag Archives: accident

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡ଼ା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଏକ ହାଇୱା ଚଢ଼ିଯିବାରୁ ୩ ଜଣ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଥିଲା। ଫଳରେ ଜଣେ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ରବିବାର ରାତିରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଟ୍ରକ୍‌ ଧକ୍କାରେ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ ୩ ଜଣ ଆହତ ହୋଇଥିଲେ। ଶନିବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ମାଲବାହୀ ଟ୍ରକକୁ ପଛରୁ ଧକ୍କା ଦେଲା DJ ବୋଝେଇ ଗାଡ଼ି ।…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ ଗୁରୁତର ହୋଇ ଚିକିତ୍ସାଧୀନ ରହିଥିବା ବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚି ଆରମ୍ଭ କରିଛି…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ । ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌ (ନଂ. ଓଡି ୦୭ ଏଟି – ୯୪୫୬) ଧକ୍କାରେ ଦୁଇ ଭାଇ ଗୁରୁତର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା । ଶନିବାର ଅପରାହ୍ନ ୫.୩୦ ସମୟରେ ଏକ ମାରୁତି ଡିଜାୟାର କାର (ଓଡି ୦୨…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?