ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ
ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ…
ହରିୟାଣାରେ ଭୟଙ୍କର ଦୁର୍ଘଟଣା: ମନୁ ଭାକରଙ୍କ ଆଈ-ମାମୁଁଙ୍କ ମୃତ୍ୟୁ, ପରିବାରରେ ଶୋକର ଲହର
ଚଣ୍ଡିଗଡ଼,୧୯।୧: ଅନ୍ତର୍ଜାତୀୟ ଶୁଟିଂ ଖେଳାଳି ମନୁ ଭାକରଙ୍କ ପରିବାରକୁ ଏକ ବଡ଼ ଝଟ୍କା ଲାଗିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍ ରାସ୍ତାରେ ଏକ ଦୁର୍ଘଟଣାରେ ତାଙଙ୍କ ଆଈ ଏବଂ ମାମୁଁଙ୍କ ମୃତ୍ୟୁ ଘଟିଛି। ଏହା ଜଣାପଡ଼ିବା ପରେ ପରିବାରରେ ଶୋକର ଲହରୀ ଖେଳି…
ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ଗଙ୍ଗା ଦାସ (୩୦)। ବୁଧବାର…
ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ
ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ…
ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ
ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…
ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର
ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ…
ବୈପାରୀଗୁଡ଼ା ବସ୍ ଦୁର୍ଘଟଣାରେ ୯ ଗୁରୁତରଙ୍କୁ କଟକ ସ୍ଥାନାନ୍ତର
କୋରାପୁଟ,୨୯ା୧୨(ଅମିତାଭ ବେହେରା): ରବିବାର ଗୁପ୍ତେଶ୍ୱର ଦର୍ଶନ କରିବା ପାଇଁ କଟକରୁ କୋରାପୁଟ ଆସିଥିବା ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ଗୁରୁତର ୯ ଯାତ୍ରୀଙ୍କୁ ୫ଟି ଆମ୍ବୁଲାନ୍ସ ଯୋଗେ କଟକ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ସେମାନେ ହେଲେ…
ଗଛରେ ପିଟିହେଲା ପିକ୍ଅପ୍: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର
ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି। ଦୁର୍ଘଟଣା ପରେ ପିକ୍ଅପ୍ ଭ୍ୟାନଟି ଚୂର୍ମାର ହୋଇ ଯାଇଥିବାବେଳେ ଗାଡ଼ି…
ବାଇକ୍କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ
ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଦୁଇ ବାଇକ୍ ଆରୋହୀ ହେଲେ ସୁବର୍ଣ୍ଣପୁର…
ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍ଅପ୍, ୪ ମୃତ, ୧୬ ଗୁରୁତର
ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍ଅପ୍ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ…
ଗୋଟିଏ ଟ୍ରକ୍ ଦୁଇ ଜାଗାରେ ଘଟାଇଲା ଦୁର୍ଘଟଣା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର
ବାରିପଦା,୩୦ା୧୧: ମୟୂରଭଞ୍ଜ ଜିଲା ବାରିପଦାରେ ସିରିଜ୍ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ଟ୍ରକ୍ ଦୁଇଟି ଯାକ ସ୍ଥାନରେ ହିଁ ଦୁର୍ଘଟଣା ଘଟାଇଛି। ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର…
ପୋଲ ଉପରେ ଝୁଲିକି ରହିଛି ମେଲୋଡ଼ି ପାର୍ଟି ଗାଡ଼ି
ବଲାଙ୍ଗୀର,୨୫ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ର ପୋଡ଼ଛାପର ଗାଁ ନିକଟରେ ଏକ ମେଲୋଡ଼ି ପାର୍ଟି ଗାଡ଼ି(ମିନିଟ୍ରକ୍)ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିଟି ଭାରସାମ୍ୟ ହରାଇ ଏକ ପୋଲ ଉପରକୁ ମାଡ଼ି ଯାଇ ଝୁଲିକି ରହିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୨୦ରୁ ଅଧିକ କଳାକାର…
Archives


