Tag Archives: accident

ଯାତ୍ରା ଦେଖିବାକୁ ଯିବାବେଳେ ଚାପିଦେଲା ଅଜଣାଗାଡ଼ି, ୩ ଜଣଙ୍କ ଜୀବନ

ପଦ୍ମପୁର,୨୧ା୫(ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ପାଖ ଗୁମୁଡ଼ା ବ୍ରିଜ୍‌ ଉପର ଅଜଣାଗାଡ଼ି ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁଣପୁର ମେଡିକାଲରେ ମୃତ୍ୟୁ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ,…

ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଲା ବୋଲେରୋ: ୧୨ ଗୁରୁତର

ବାସୁଦେବପୁର,୧୭ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମୁଝାଡ଼ି ଧାମରା ରାସ୍ତାର ବେତଡ଼ା ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ରାସ୍ତାକଡ଼ ନୟନଜୋରୀକୁ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୩ ଛୋଟ…

ଟ୍ରକକୁ ଧକ୍କା ଦେଲା ଟ୍ରଲର: ଚାଲିଗଲା ୧୩ ଜଣଙ୍କ ଜୀବନ, ୧୨ ଆହତ

ରାୟପୁର,୧୨।୫: ରାୟପୁର-ବାଲୋଦାବଜାର ରୋଡର ସାରାଗାଁ ନିକଟରେ ଏକ ଟ୍ରକ ଏବଂ ଟ୍ରଲର ଧକ୍କା ହୋଇଛି। ଦୁର୍ଘଟଣାରେ ୧୩ ଜଣଙ୍କର ଦୁଃଖଦ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏଥିରେ ଲୋକମାନେ ବାନା ବନାରସୀରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ…

ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି ଅଳ୍ପକେ…

ମନ୍ଦିର ପାଖରେ ବାଇକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌, ଆହତଙ୍କ ପରିଚୟ ଖୋଜୁଛି ପୋଲିସ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ସୋରାଦେବି ମନ୍ଦିର ପାଖରେ ଶୁକ୍ରବାର ରାତି ୮ଟାରେ ଗୋଟିଏ ବାଇକକୁ ଆଉ ଗୋଟିଏ ବାଇକ ପଛଆଡୁ ଧକ୍କା ଦେଇଥିଲା। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ପ୍ରଥମ…

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଇଣ୍ଡିଆନ ଆଇଡଲ ସିଜନ-୧୨ର ଓ୍ବିନର ପବନଦୀପ ରାଜନ, ନଏଡା ରେଫର

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ଆଇଡଲ ସିଜିନ ୧୨ର ବିଜେତା ଏବଂ ଉତ୍ତରାଖଣ୍ଡର ବ୍ରାଣ୍ଡ ଆମ୍ବାସାଡର ପବନଦୀପ ରାଜନ ଦିଲ୍ଲୀ-ଲକ୍ଷ୍ନୌ ଜାତୀୟ ରାଜପଥରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଦୁଇ ଜଣ ସାଥୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏକ ଘରୋଇ…

ସାଇକେଲ-ବାଇକ୍‌ ମୁହାଁମୁହିଁ, ୨ ଗୁରୁତର, ଚିକିତ୍ସା ବ୍ୟବସ୍ଥା କରାଇଲେ ବିଧାୟକ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୋଟିବିରାଡ଼ି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବାଇକ୍‌ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କୋଟିବିରାଡ଼ିର ଉଦୟ ନାୟକ ଓ ବାଲିସାହିର…

ଅଧିକାରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ଉଦୟପୁର ବରବେଡ଼ା ରାସ୍ତାର ଖୁଣ୍ଟାପଡ଼ା ପଞ୍ଚାୟତ ଚାତର ପାଣି ନିକଟରେ ସୋମବାର ପୂର୍ବାହ୍ନରେ ସରକାରୀ ବାବୁଙ୍କ ବୋଲେରୋ ଧକ୍କାରେ ଜଣେ ବାଇକଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ…

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ ଏକ ବୋଲେରୋ ଗାଡି ଓଡି ୦୨ଟି ୩୯୯୦ ଯୋଗେ ନିଜ ଘରକୁ ଫେରୁଥିବା କେତେଜଣ…

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ମୁଜାଗଡ଼ର ଗଙ୍ଗା ମୁଳି। ଆହତ ଗଙ୍ଗାଙ୍କୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଅଧିକ…

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ କାର୍ଯ୍ୟାଳୟ ସାମ୍ନାରେ ଥିବା ଦୁଇଟି କ୍ୟାବିନ୍‌(ପାନ ଦୋକାନ) ଉପରେ ମାଡ଼ି ଯାଇଥିଲା। ଏଥିସହ ରାସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri