ଗଛରେ ପିଟିହେଲା ବାଇକ୍, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ
ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ ସାଙ୍ଗ ଓମ୍ ମହାଳିଙ୍ଗ ଓ ନିରଞ୍ଜନ ଭୋଇ…
ସ୍କୁଲରୁ ସାଇକେଲ୍ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…
କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ ପାଠ…
ଟ୍ରକ୍କୁ ପଛରୁ ପିଟିଲା ଟ୍ରକ୍; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର
ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର ଷ୍ଟିଅରିଂରେ…
ବସ୍ ଧକ୍କାରେ ବାଇକ୍ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…
ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦)…
କାର୍କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର
ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା ଧାମନଗର ଅଞ୍ଚଳର ୫ ଜଣ ଲୋକ ପଶ୍ଚିମବଙ୍ଗରୁ ଏକ ଓମିନି ଯୋଗେ ଘରକୁ ଫେରୁଥିବା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ପଛରେ ପିଟିହେଲା କାର୍, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ
ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ ପରୀଚୌକ୍…
ଲକ୍ଷ୍ମୀ ବସ୍ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼
କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ ଲକ୍ଷ୍ମୀ…
ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍
ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର ଦୁର୍ଘଟଣା…
ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍
ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ ଅଗ୍ରୱାଲ…
ବାଇକ୍କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର
ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍-୩୯୦୩) ଶନିବାର ମଧ୍ୟାହ୍ନରେ ଏକ ବାଇକ୍ (ନଂ.ଓ ଆର ୦୭ ଓ୍ବାଇ -୩୮୫୯)କୁ ଧକ୍କା ଦେବାରୁ…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା
ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି।…
ବସ୍ ପଛରେ ପିଟିହେଲା ବସ୍: ୨୦ ଆହତ
ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍ ପଛରେ ଆଉ ଏକ ବସ୍ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍ ଫେଲ୍…
Archives


