Tag Archives: accident

ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ ଯୁବକ, ପଛରୁ ଆସି ପିଟିଦେଲା ଟ୍ରକ୍‌

କେସିଙ୍ଗା,୧୬ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଏକ ଦୁର୍ଘଟଣା ଘଟି ଜଣେ ୩୫ ବର୍ଷ ଯୁବକଙ୍କ ଜୀବନ ଚାଲିଯାଇଛି। ସୂଚନା ଅନୁଯାୟୀ, କେସିଙ୍ଗା ଜଗନ୍ନାଥ ମନ୍ଦିର ଛକ ଟ୍ରାଫିକ୍‌ ପୋଷ୍ଟ ପାଖରେ ଶନିବାର…

ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି…

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦ ମିଟର ପର୍ଯ୍ୟନ୍ତ ଜଣେ ମହିଳାଙ୍କୁ ବସ୍‌ଟି ଘୋଷାଡ଼ି ନେବା ଯୋଗୁ ଘଟଣାସ୍ଥଳରେ ତାଙ୍କ ପ୍ରାଣବାୟୁ…

କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର

ଜଳେଶ୍ୱର,୩ା୨(ନବୀନ ସାହୁ): ଘନକୁହୁଡି ପାଇଁ କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଜାତୀୟ…

ବାଇକ୍‌ ସହ ସ୍କୁଟି ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରତର

ଦାରିଙ୍ଗବାଡ଼ି,୩ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଛକରେ ବାଇକ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ…

ହାଇଓ୍ବେରେ ଭୟଙ୍କର ଦୁର୍ଘଟଣା…୨୦୦ ଫୁଟ ତଳକୁ ଖସିପଡ଼ି ଖଣ୍ଡ ଖଣ୍ଡ ହୋଇଗଲା ବସ୍‌; ୭ ମୃତ

ନାସିକ,୨।୨: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର…

ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ

ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ…

ହରିୟାଣାରେ ଭୟଙ୍କର ଦୁର୍ଘଟଣା: ମନୁ ଭାକରଙ୍କ ଆଈ-ମାମୁଁଙ୍କ ମୃତ୍ୟୁ, ପରିବାରରେ ଶୋକର ଲହର

ଚଣ୍ଡିଗଡ଼,୧୯।୧: ଅନ୍ତର୍ଜାତୀୟ ଶୁଟିଂ ଖେଳାଳି ମନୁ ଭାକରଙ୍କ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍‌ ରାସ୍ତାରେ ଏକ ଦୁର୍ଘଟଣାରେ ତାଙଙ୍କ ଆଈ ଏବଂ ମାମୁଁଙ୍କ ମୃତ୍ୟୁ ଘଟିଛି। ଏହା ଜଣାପଡ଼ିବା ପରେ ପରିବାରରେ ଶୋକର ଲହରୀ ଖେଳି…

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ଗଙ୍ଗା ଦାସ (୩୦)। ବୁଧବାର…

ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ…

ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…

ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri