Tag Archives: accident

ବୈପାରୀଗୁଡ଼ା ବସ୍‌ ଦୁର୍ଘଟଣାରେ ୯ ଗୁରୁତରଙ୍କୁ କଟକ ସ୍ଥାନାନ୍ତର

କୋରାପୁଟ,୨୯ା୧୨(ଅମିତାଭ ବେହେରା): ରବିବାର ଗୁପ୍ତେଶ୍ୱର ଦର୍ଶନ କରିବା ପାଇଁ କଟକରୁ କୋରାପୁଟ ଆସିଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାରେ ଗୁରୁତର ୯ ଯାତ୍ରୀଙ୍କୁ ୫ଟି ଆମ୍ବୁଲାନ୍ସ ଯୋଗେ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ସେମାନେ ହେଲେ…

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି। ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନଟି ଚୂର୍‌ମାର ହୋଇ ଯାଇଥିବାବେଳେ ଗାଡ଼ି…

ବାଇକ୍‌କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଦୁଇ ବାଇକ୍‌ ଆରୋହୀ ହେଲେ ସୁବର୍ଣ୍ଣପୁର…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍‌ଅପ୍‌, ୪ ମୃତ, ୧୬ ଗୁରୁତର

ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍‌ଅପ୍‌ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ…

ଗୋଟିଏ ଟ୍ରକ୍‌ ଦୁଇ ଜାଗାରେ ଘଟାଇଲା ଦୁର୍ଘଟଣା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ବାରିପଦା,୩୦ା୧୧: ମୟୂରଭଞ୍ଜ ଜିଲା ବାରିପଦାରେ ସିରିଜ୍‌ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ଟ୍ରକ୍‌ ଦୁଇଟି ଯାକ ସ୍ଥାନରେ ହିଁ ଦୁର୍ଘଟଣା ଘଟାଇଛି। ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର…

ପୋଲ ଉପରେ ଝୁଲିକି ରହିଛି ମେଲୋଡ଼ି ପାର୍ଟି ଗାଡ଼ି

ବଲାଙ୍ଗୀର,୨୫ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ର ପୋଡ଼ଛାପର ଗାଁ ନିକଟରେ ଏକ ମେଲୋଡ଼ି ପାର୍ଟି ଗାଡ଼ି(ମିନିଟ୍ରକ୍‌)ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିଟି ଭାରସାମ୍ୟ ହରାଇ ଏକ ପୋଲ ଉପରକୁ ମାଡ଼ି ଯାଇ ଝୁଲିକି ରହିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୨୦ରୁ ଅଧିକ କଳାକାର…

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ ସାଙ୍ଗ ଓମ୍‌ ମହାଳିଙ୍ଗ ଓ ନିରଞ୍ଜନ ଭୋଇ…

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ ପାଠ…

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର ଷ୍ଟିଅରିଂରେ…

ବସ୍‌ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…

ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦)…

କାର୍‌କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର

ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା ଧାମନଗର ଅଞ୍ଚଳର ୫ ଜଣ ଲୋକ ପଶ୍ଚିମବଙ୍ଗରୁ ଏକ ଓମିନି ଯୋଗେ ଘରକୁ ଫେରୁଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ ପରୀଚୌକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri