Tag Archives: accident

୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବରଗଡ଼ ଜିଲା ସୋହେଲାର ବିକାଶ ଷଣ୍ଢ(୩୫),...

କାର୍‌ ଧକ୍କାରେ ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ଜୀବନ ଗଲା

ଛତ୍ରପୁର,୬ା୪(ଦିଲ୍ଲୀପ ସାମଲ): କାର୍‌ ଧକ୍କାରେ ବରଦା ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ମୃତ ପାଟଭୁକ୍ତା ଜଣକ ହେଲେ ଗଞ୍ଜାମ ବ୍ଲକ ବରଦା ଗ୍ରାମର କୃଷ୍ଣ ମହାପାତ୍ର। ପୋଲିସ ସୂଚନାନୁସାରେ, ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକ ଜାତୀୟ ରାଜପଥଠାରେ...

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ...

ଟ୍ରାକ୍ଟର ସହ ପିଟିହେଲା ସ୍କୁଟି, ଚାଲିଗଲା ଚାଳକଙ୍କ ଜୀବନ

ତିହିଡ଼ି,୩୦ା୩(ସଞ୍ଜିତ ବଳ): ଭଦ୍ରକ ଚାନ୍ଦବାଲି ରାଜ୍ୟ ରାଜପଥର ରାଢଙ୍ଗ ଛକରେ ଶନିବାର ମଧ୍ୟାହ୍ନରେ ଟ୍ରାକ୍ଟର ସହ ପିଟି ହେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଚାଳକଙ୍କ ନାଁ ଶୁଭାଶିଷ ପାଣିଗ୍ରାହୀ(୪୦) ଏବଂ ତାଙ୍କ ଘର ଭଦ୍ରକ...

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌...

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା...

ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍‌ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ...

ରାସ୍ତାରୁ ଯାଇ ବିଲ ହିଡ଼ରେ ପିଟିହେଲା ଏମ୍‌ପିଙ୍କ କାର, ପରେ…

ନବରଙ୍ଗପୁର,୧୧।୨: ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଏମ୍‌ପି ମାଝି ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ଉମରକୋଟ ଥାନା ଚିକଲପଦର ନିକଟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇ...

ଏମପି ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ

ଢେଙ୍କାନାଳ,୨୭।୧: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡର ଏମପି ଜୁଏଲ ଓରାମଙ୍କ କାରରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସାଂସଦ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିବାବେଳେ ଢେଙ୍କାନାଳର ରେକୁଲା ଛକରେ ଏହି ଘଟଣା ଘଟିଛି। ମୃତକଙ୍କ ନାମ ଧନକାନାଲର...

ବସ୍‌-ପିକ୍‌ଅପ୍‌ ମୁହାଁମୁହିଁ: ୩ ମୃତ, ୪ ଆହତ

ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍‌ଅପ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି...

ଭାରସାମ୍ୟ ହରାଇ ରାଜପଥ କଡ଼ରେ ଥିବା ମୁଢ଼ି ମିଲ୍‌ରେ ପଶିଗଲା ଟ୍ରେଲର, ୩ ଗୁରୁତର

ପାଟଣା, ୨୫।୧(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରେଲର ରାଜପଥ କଡ଼ରେ...

ଦୁଇ ବାଇକ୍‌ ମୁହାଁମୁହିଁ: ଚାଲିଗଲା ୨ ଜୀବନ, ୨ ଗୁରୁତର

କାମାକ୍ଷାନଗର,୧୧ା୧(ଅମଜାଦ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର-ତୁମୁସିଙ୍ଗା ଥାନା ମହୁଲି ଓଟିପିସିଏଲ କଲୋନୀ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଦ୍ବୟ ହେଲେ ମହୁଲି ଗ୍ରାମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri