ଆଇଆର୍ବି ଯବାନଙ୍କ କାର୍ ଧକ୍କାରେ ଯୁବକଙ୍କ ଜୀବନ ଗଲା, ଥାନା ଘେରାଉ କଲେ ଉତ୍ତ୍ୟକ୍ତ ଲୋକେ
ଦେବଗଡ଼,୯ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ବଲଣ୍ଡା ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁର୍ଘଟଣାରେ ବଲଣ୍ଡା ଗ୍ରାମର ସିପୁନ ପାତ୍ର ପ୍ରାଣ ହରାଇଛନ୍ତି। ଏହାକୁ ନେଇ ବାରକୋଟ ଥାନା…
ଗୋରୁ ମାଫିଆ ମାରିଲେ ସାଇଡ୍, ଗଛରେ ପିଟି ହେଲା ପିସିଆର ଭ୍ୟାନ୍, ୬ ପୋଲିସ ଆହତ
ଢେଙ୍କାନାଳ,୯ା୮: ପୋଲିସ ଗାଡ଼ିକୁ ଗୋରୁ ମାଫିଆ ସାଇଡ୍ ମାରିବାରୁ ଭାରସାମ୍ୟ ହରାଇ ଗଛରେ ପିଟିହୋଇଗଲା ପିସିଆର୍ ଭ୍ୟାନ୍। ଫଳରେ ୬ ପୋଲିସ ଆହତ ହୋଇଛନ୍ତି। ସଦର ଥାନା ବେଲଟିକିରି ଗାଁ ନିକଟରେ ପିସିଆରକୁ ସାଇଡ ମାରିଥିଲେ ମାଫିଆ। ୬ ଆହତଙ୍କ ମଧ୍ୟରୁ…
ଓଲଟିଲା ବସ୍: ୧୯ ଆହତ
ବରଗଡ଼,୯ା୮(ପ୍ରେମାନନ୍ଦ ଖମାରୀ): ଗୁରୁବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଓଲଟି ୧୯ ଜଣ ଆହତ ହୋଇଛନ୍ତି। ବରଗଡ଼ ଜିଲା ବରପାଲିର କୁଶନପୁରୀ ନିକଟରେ ଡିଭାଇଡରରେ ପିଟି ହୋଇ ବସ୍ଟି ଓଲଟି ପଡ଼ିଥିଲା। ଆହତମାନଙ୍କୁ ବରଗଡ଼ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ଦୁଇ ସନ୍ତାନ, ସ୍ବାମୀଙ୍କ ଆଖି ସାମ୍ନାରେ ବାଇକ୍ରୁ ଖସି ଚାଲିଗଲା ସ୍ତ୍ରୀଙ୍କ ଜୀବନ
ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦିଲି ନିକଟସ୍ଥ ଟାଙ୍ଗିଣି ଛକ ତଥା ଜାତୀୟ ରାଜପଥର ଏକ…
ଦୁଇ ବାଇକ୍ ମୁହାଁମୁହିଁ: ଜଣେ ମୃତ, ୩ ଆହତ
ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ମୁଖ୍ୟ ସଡ଼କରେ। ମୃତ ଯୁବକ ଜଣକ ହେଲେ ଉମରକୋଟ…
ଚାପିଦେଲା ଟ୍ରକ୍, ଚାଲିଗଲା ବାପା-ପୁଅଙ୍କ ସହ ୩ ଜୀବନ
କେନ୍ଦୁଝର,୫ା୮: କେନ୍ଦୁଝର ଜିଲାର ଯୋଡ଼ା ଥାନା ଅନ୍ତର୍ଗତ ଡିଏଭି ସ୍କୁଲ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାପା-ପୁଅଙ୍କ ସହିତ ପଡ଼ୋଶୀ ଘରର ପିଲା ଏକ ବାଇକ୍ରେ ସ୍କୁଲ ଯାଉଥିବା ସମୟରେ ଟ୍ରକ୍ ଚାପି ଦେଇଥିଲା। ଫଳରେ ଘଟଣାସ୍ଥଳରେ…
ଭୟଙ୍କର ଦୁର୍ଘଟଣା, ରାସ୍ତାରେ ଚାଲିଗଲା ୪ ଜୀବନ
ନୂଆଦିଲ୍ଲୀ, ୦୪।୦୮: ଦିଲ୍ଲୀ-ମୁମ଼୍ବାଇ ଏକ୍ସପ୍ରେସ୍ ୱେରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ସୂଚନା ମୁତାବକ ମଧ୍ୟ ପ୍ରଦେଶ ବିକ୍ରମଗଡ଼ରେ ରହୁଥିବା କିଛି ବ୍ୟକ୍ତି ଆର୍ଟିଗା…
ଘାଟିରେ ଓଲଟି ପଡ଼ିଲା ପିକ୍ଅପ୍
ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ଏକ ଧାନ କୁଣ୍ଡା ବୋଝେଇ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣା ଘଟି ଜଣେ ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ହେଲେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ବିଦ୍ୟାଧର ସାହୁ। ତାଙ୍କର ଛାତିରେ ଆଘାତ ଲାଗିଛି।…
ଗଛରେ ପିଟିହେଲା ବସ୍, ୭ ଗୁରୁତର
ଜଳେଶ୍ୱର,୨୯ା୭: ବାଲେଶ୍ୱର ଜିଲା ବାଲିଆପାଳ-ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ବସ୍ ଡ୍ରାଇଭରଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବସ୍ତା ମେଡିକାଲରେ…
୨ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି
ବାଣପୁର,୨୬ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଶୁକ୍ରବାର ବିଷ୍ଣୁଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ…
ସଡ଼କ ଦୁର୍ଘଟଣାରେ ଗଲା କଲେଜ ଅଧ୍ୟକ୍ଷଙ୍କ ଜୀବନ
ବରଗଡ଼,୨୪ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ଛକ ନିକଟ ସାଇମନ୍ଦିର ବ୍ରିଜ୍ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବରଗଡ଼ ବ୍ଲକ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଛି। ସେ ଏକ କାର୍ ଯୋଗେ ଯାଉଥିବା ବେଳେ…
ସଡ଼କ ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଜିତିନ୍ ପ୍ରସାଦ ଆହତ
ନୂଆଦିଲ୍ଲୀ,୨୦ା୭: ଏକ ସଡ଼କ ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ତଥା ଏମ୍ପି ଜିତିନ ପ୍ରସାଦ ଆହତ ହୋଇଛନ୍ତି। ସେ ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ପିଲଭୀତ ଯାଇଥିଲେ। ଏହି ସମୟରେ ମନ୍ତ୍ରୀଙ୍କ କାର୍ ଯିବା ସମୟରେ ଏକ ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…
Archives


