Tag Archives: accident

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର ବିଳମ୍ବିତ…

ଟ୍ରକ୍‌ ପଛରେ ପଶିଗଲା କାର୍‌: ଜିଅନ୍ତା ଜଳିଗଲେ ୭, ମୃତକଙ୍କ ମଧ୍ୟରେ ୨ ଶିଶୁ

ଜୟପୁର,୧୪ା୪: ବିକାନେର ଜାତୀୟ ରାଜପଥରେ ଏକ କାର୍‌ ଟ୍ରକ୍‌ ପଛରେ ପଶିଯିବାରୁ ଦୁଇଟି ଯାକ ଗାଡ଼ିରେ ନିଆଁ ଲାଗିଯାଇଥିଲା। ଫଳରେ ୭ ଜଣ ଜୀବନ୍ତ ଜଳି ଯାଇଛନ୍ତି। ରାଜପଥରେ ଏହି ଦୁର୍ଘଟଣା ପରେ ପୋଲିସ ପ୍ରଶାସନରେ ଆତଙ୍କ ଖେଳିଯାଇଥିଲା। କାର୍‌ରେ ଥିବା…

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…

ବୋଲେରୋରେ ପିଟି ହୋଇ ଛିଟିକି ପଡ଼ିଲେ ସାଇକେଲ ଆରୋହୀ, ଚାପିଦେଲା ହାଇଓ୍ବା

ଭବାନୀପାଟଣା/ଜୁନାଗଡ଼(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଳଦିଆମାଳ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ହାଇଓ୍ବା ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ସହଦେ ନାଏକ ହୋଇଥିବା ବେଳେ…

୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବରଗଡ଼ ଜିଲା ସୋହେଲାର ବିକାଶ ଷଣ୍ଢ(୩୫), ବନ୍ଦଲା…

କାର୍‌ ଧକ୍କାରେ ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ଜୀବନ ଗଲା

ଛତ୍ରପୁର,୬ା୪(ଦିଲ୍ଲୀପ ସାମଲ): କାର୍‌ ଧକ୍କାରେ ବରଦା ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ମୃତ ପାଟଭୁକ୍ତା ଜଣକ ହେଲେ ଗଞ୍ଜାମ ବ୍ଲକ ବରଦା ଗ୍ରାମର କୃଷ୍ଣ ମହାପାତ୍ର। ପୋଲିସ ସୂଚନାନୁସାରେ, ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକ ଜାତୀୟ ରାଜପଥଠାରେ ଶୁକ୍ରବାର…

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ ୮୬୨୨…

ଟ୍ରାକ୍ଟର ସହ ପିଟିହେଲା ସ୍କୁଟି, ଚାଲିଗଲା ଚାଳକଙ୍କ ଜୀବନ

ତିହିଡ଼ି,୩୦ା୩(ସଞ୍ଜିତ ବଳ): ଭଦ୍ରକ ଚାନ୍ଦବାଲି ରାଜ୍ୟ ରାଜପଥର ରାଢଙ୍ଗ ଛକରେ ଶନିବାର ମଧ୍ୟାହ୍ନରେ ଟ୍ରାକ୍ଟର ସହ ପିଟି ହେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଚାଳକଙ୍କ ନାଁ ଶୁଭାଶିଷ ପାଣିଗ୍ରାହୀ(୪୦) ଏବଂ ତାଙ୍କ ଘର ଭଦ୍ରକ ଜିଲା…

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ…

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା ରେଢ଼ାଖୋଲର…

ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍‌ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ (୭୫)।…

ରାସ୍ତାରୁ ଯାଇ ବିଲ ହିଡ଼ରେ ପିଟିହେଲା ଏମ୍‌ପିଙ୍କ କାର, ପରେ…

ନବରଙ୍ଗପୁର,୧୧।୨: ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଏମ୍‌ପି ମାଝି ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ଉମରକୋଟ ଥାନା ଚିକଲପଦର ନିକଟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri