ବାଚସ୍ପତିଙ୍କ କାରର ବଡ଼ ଦୁର୍ଘଟଣା, ଡିଭାଇଡରରେ ପିଟିହୋଇ…
ନୂଆଦିଲ୍ଲୀ, ୧୯ା୭: ଗୋଆ ବିଧାନସଭା ବାଚସ୍ପତି ରମେଶ ତୱାଡକର ଶୁକ୍ରବାର ଦିନ କହିଛନ୍ତି ଯେ ଏହି ସପ୍ତାହ ଆରମ୍ଭରେ ଦକ୍ଷିଣ ଗୋଆର ନ୍ୟୁ ଜୁଆରି ବ୍ରିଜରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କାରରେ ବୈଷୟିକ ତ୍ରୁଟି ଦେଖାଦେବା କାରଣରୁ ଏହି…
ଟ୍ରକ୍ ପଛରେ ପିଟି ହେଲା କାର୍: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ, ଅନ୍ୟ ୨ ଜଣ ଗୁରୁତର
ଯାଜପୁର,୪ା୭: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ ପଛରେ କାର୍ ପିଟି ହେବାରୁ ଘଟଣାସ୍ଥଳରେ ୨…
ଟ୍ରେଲର ପଛରେ ପିଟିହେଲା କାର୍: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ କାର୍ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା…
ବଡ଼ଧରଣର ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ, ମୃତକଙ୍କ ମଧ୍ୟରେ ରହିଛି ଜଣେ ଶିଶୁ
ବେଙ୍ଗଲୁରୁ,୨୮ା୬: ଶୁକ୍ରବାର କର୍ନାଟକରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ରାଜ୍ୟର ହାଭେରୀ ଜିଲାର ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ବାଗଡି ତାଲୁକର ଗୁଣ୍ଡେନାହଲ୍ଲୀ ବୁଲାଣି ନିକଟରେ ଏହି ଦୁର୍ଘଟଣା…
ଷ୍ଟଣ୍ଟ୍ କରୁଥିବା ବେଳେ ଆମ୍ବୁଲାନ୍ସ ସହ ମୁହାଁମୁହିଁ ପିଟି ହେଲା ବାଇକ୍, ଚାଲିଗଲା ଯୁବକଙ୍କ ଜୀବନ
ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ବାଇକ୍ରେ ଷ୍ଟଣ୍ଟ କରି ଦ୍ରୁତଗତିରେ ଯାଉଥିବା ବେଳେ ଏହା ତାଙ୍କ ପାଇଁ କାଳ ସାଜିଛି। ଏକ ଘରୋଇ ଆମ୍ବୁଲାନ୍ସ ମୃତଦେହ ଧରି…
ଇନ୍ଭର୍ଟରରୁ ଲାଗିଲା ନିଆଁ, ମା-ବାପା ସମେତ ଦୁଇ ଝିଅ ମୃତ
ନୂଆଦିଲ୍ଲୀ, ୨୫।୬: ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗର ଅଞ୍ଚଳର ଏକ ଘରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତ କ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ମା-ବାପା ଦୁଇଜଣଙ୍କ ସହ ଦୁଇ ଝିଅଙ୍କର ମୃତ୍ୟୁ ହୋଇଛି।…
ଗୋଟିଏ ବାଇକ୍ରେ ଆସୁଥିଲେ ପରିବାରର ୫ ସଦସ୍ୟ, ସମସ୍ତଙ୍କର ମୃତ୍ୟୁ
ପ୍ରୟାଗରାଜ, ୨୪।୬: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି । ସଂପର୍କୀୟଙ୍କ ବାହାଘର ସାରି ଫୋରୁଥିବା ବେଳେ ଟ୍ରକ୍ ଧକ୍କା ଦେବାରୁ ୫ଜଣଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଏହି ଘଟଣା ଉତ୍ତର…
ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ
ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି ହୋଇ…
ବସ୍ରୁ ଓହ୍ଲାଉଥିବା ବେଳେ ପିଟିଦେଲା କାର୍, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
ଦିଗପହଣ୍ଡି,୨୦ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମଳାଭଞ୍ଜା ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଦ୍ରୁତଗାମୀ କାର୍ (ନଂ. ଓଡି ୧୮ ଜେ-୦୬୦୫) ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ…
ଜୀବନ ନେଲା ରିଲ୍ସ, ୩ ଶହ ଫୁଟ୍ ତଳକୁ ଖସିପଡ଼ିଲା କାର
ନୂଆଦିଲ୍ଲୀ, ୧୮।୬: ଦିନକୁ ଦିନ ରିଲ୍ସ ନିଶା ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଘାରିଛି । ଏହି ରିଲ୍ସ ପାଇଁ ନିଜ ଜୀବନକୁ ବିପଦରେ ପକାଇବାକୁ ପଛାଉନହାନ୍ତି ଆଜିର ଯୁବପିଢ଼ି । ଏପରି ଏକ ଘଟଣା…
୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ
ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି ଚାଲି ଯାଉଥିବା ୬ ଜଣ ଲୋକଙ୍କ ଉପରେ ଏକ ଡମ୍ଫର ଚଢ଼ି ଯାଇଛି ।…
ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍, ୪ ସାଙ୍ଗ ମୃତ
ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍ ଧକ୍କା ଦେବା ପରେ ୪ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକମାନେ ହେଉଛନ୍ତି ଖଡ଼ିଆଳ ସହରର…
Archives


