Tag Archives: accident

ଏମପି ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ

ଢେଙ୍କାନାଳ,୨୭।୧: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡର ଏମପି ଜୁଏଲ ଓରାମଙ୍କ କାରରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସାଂସଦ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିବାବେଳେ ଢେଙ୍କାନାଳର ରେକୁଲା ଛକରେ ଏହି ଘଟଣା ଘଟିଛି। ମୃତକଙ୍କ ନାମ ଧନକାନାଲର ସର୍ବେଶ୍ୱର…

ବସ୍‌-ପିକ୍‌ଅପ୍‌ ମୁହାଁମୁହିଁ: ୩ ମୃତ, ୪ ଆହତ

ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍‌ଅପ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ଭାରସାମ୍ୟ ହରାଇ ରାଜପଥ କଡ଼ରେ ଥିବା ମୁଢ଼ି ମିଲ୍‌ରେ ପଶିଗଲା ଟ୍ରେଲର, ୩ ଗୁରୁତର

ପାଟଣା, ୨୫।୧(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରେଲର ରାଜପଥ କଡ଼ରେ ଥିବା…

ଦୁଇ ବାଇକ୍‌ ମୁହାଁମୁହିଁ: ଚାଲିଗଲା ୨ ଜୀବନ, ୨ ଗୁରୁତର

କାମାକ୍ଷାନଗର,୧୧ା୧(ଅମଜାଦ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର-ତୁମୁସିଙ୍ଗା ଥାନା ମହୁଲି ଓଟିପିସିଏଲ କଲୋନୀ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଦ୍ବୟ ହେଲେ ମହୁଲି ଗ୍ରାମର ସାଗର…

ଓଲଟିଲା କାର୍‌, ଟ୍ରକ୍‌ ସହ ପିଟିହେଲା ବସ୍‌

କେନ୍ଦୁଝର,୩ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଦ୍ମପୁର ମୁଖ୍ୟ ବଜାର ନିକଟରେ ଭାରସାମ୍ୟ ହରାଇ (ଓଡି-୧୪-ଡବ୍ଲୁ-୪୪୪୫) ନମ୍ବର ବିଶିଷ୍ଟ ଏକ କାର୍‌ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ସୌଭାଗ୍ୟବଶତଃ ଚାଳକ ସମେତ ୪ଜଣ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର…

ଘନ କୁହୁଡ଼ି ହେଲା କାଳ, ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩ ମୃତ, ୫୦ରୁ ଅଧିକ ଆହତ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍‌ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌କୁ କଟକରୁ କେନ୍ଦ୍ରାପଡା…

ଓଲଟିଲା ପିକ୍‌ନିକ୍‌ ବସ୍‌: ଜଣେ ମୃତ, ୩୫ ଆହତ

ଦିଗପହଣ୍ଡି,୩୧।୧୨: ବର୍ଷର ଶେଷ ଦିନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମ ଜିଲାର ତପ୍ତପାଣି ଘାଟିରେ ଏକ ପିକ୍‌ନିକ୍‌ ବସ୍‌ ଓଲଟିପଡିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୫ ଜଣ ଆହତ ହୋଇଛନ୍ତି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡିଥିବା…

ଡମ୍ପରକୁ ଧକ୍କା ଦେବା ପରେ ବସ୍‌ରେ ଲାଗିଗଲା ନିଆଁ: ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ,୧୫ ଗୁରୁତର

ଗୁନା,୨୮।୧୨: ମଧ୍ୟପ୍ରଦେଶର ଗୁନାଠାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ବୁଧବାର ରାତି ପ୍ରାୟ ୯ ଟା ସମୟରେ ଡମ୍ପରକୁ ଧକ୍କା ଦେବା  କାରଣରୁ ବସରେ ନିଆଁ ଲାଗିଯାଇଥିଲା। ଏଥିରେ ୧୩ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏବେ ପ୍ରାୟ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର: ଚାଲିଗଲା ୨ ଜୀବନ

ଭଦ୍ରକ,୧୨।୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ରାଣୀତାଲ ଠାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଭୋର ସମୟରେ ଏକ କାର ରାସ୍ତା ପାର୍ଶ ବିଦ୍ୟୁତ ଖୁଣ୍ଟରେ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ପଶ୍ଚିମବଙ୍ଗରୁ…

ବଡ଼ ଦୁର୍ଘଟଣା: ଇଦ୍‌ଗାହ କାନ୍ଥ ଭୁଶୁଡ଼ି ପୋତି ହୋଇଗଲେ ୨୧ ମହିଳା-ଶିଶୁ; ୪ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୮।୧୨: ଉତ୍ତରପ୍ରଦେଶର ମାଉ ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଏକ ବଡ଼ ଦୁର୍ଘଟଣା ଘଟିିଛି। ଘୋସି ରେଳ ଷ୍ଟେଶନ ନିକଟରେ ଥିବା ଇଦ୍‌ଗାହ କାନ୍ଥ ଭୁଶୁଡ଼ିବା ଯୋଗୁ ପ୍ରାୟ ୨୧ରୁ ଅଧିକ ମହିଳା ଏବଂ ଶିଶୁ ପୋତି ହୋଇଯାଇଛନ୍ତି। ମହିଳାମାନେ ହଳଦୀ ଉତ୍ସବ…

ଦୁର୍ଘଟଣାର ଶିକାର ହେଲେ ଗଞ୍ଜାମ ଆର୍‌ଆଇ

ଗଞ୍ଜାମ,୨୩ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଆର୍‌ଆଇ ରବୀନ୍ଦ୍ର କୁମାର ପ୍ରଧାନ ଗୁରୁବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆର୍‌ଆଇ ନିଜ ମୋଟରସାଇକେଲରେ ଅଫିସ ଆସୁଥିବା ବେଳେ ଜଣେ ବାଇକ୍‌ ଚାଳକ ପଛରୁ ଧକ୍କା ଦେଇଥିଲେ। ଫଳରେ ଗାଡ଼ିରୁ ଛିଟିକି ପଡ଼ିଥିଲେ ଆର୍‌ଆଇ…

ଗାଡ଼ି ଓଲଟି ମହିଳାଙ୍କ ଜୀବନ ଗଲା, ୧୩ ଗୁରୁତର

ମ.ରାମପୁର,୨୨ା୧୧(ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ.ରାମପୁର ଦେଇ ଯାଇଥିବା ରାୟପୁର ଓ ଗୋପାଳପୁର ଜାତୀୟ ରାଜପଥ ୫୯ ସଡ଼କ ଉପରେ କେନ୍ଦୁଘାଟି ନିକଟରେ ଓଡି ୦୮ ଟି ୦୬୬୭ ନମ୍ବର ବିଶିଷ୍ଟ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଏଥିରେ କନ୍ଧମାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri