ବସ୍ ଚକା ପଙ୍କଚର ହେବାରୁ ଓହ୍ଲାଇପଡ଼ିଲେ ଯାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ଟ୍ରକ୍, ଚାଲିଗଲା ୩ ଜୀବନ
ଅନୁଗୋଳ,୧୭ା୧୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୩ ବସ୍ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍ ଝାରସୁଗୁଡ଼ାରୁ…
ଗୋଟିଏ ପରେ ଗୋଟିଏ ଗାଡ଼ି ଉପରେ ମାଡ଼ିଗଲା ବସ୍, ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ
ନୂଆଦିଲ୍ଲୀ,୪ା୧୧: ଦ୍ରୁତଗତିରେ ଆସୁଥିବା ଦିଲ୍ଲୀ ପରିବହନ ନିଗମ (ଡିଟିସି) ବସ୍ ନିୟନ୍ତ୍ରଣ ହରାଇ ଶନିବାର ରୋହିନୀ ଅଞ୍ଚଳରେ ରାସ୍ତାରେ ଯାଉଥିବା ଅନ୍ୟ ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ଲୋକ ହୋଇଛନ୍ତି। ସିସିଟିଭି ଫୁଟେଜ୍ରେ…
ବେଲୁନ ବିକ୍ରେତାକୁ ଧକ୍କା ଦେଇ ଖସିଯିବାକୁ ଚେଷ୍ଟା ବେଳେ ତିନି ଥର ଓଲଟିଲା ସ୍କର୍ପିଓ, ଭାଇରାଲ ହେଉଛି ଲୋମଟାଙ୍କୁରା ଭିଡିଓ
ମେରୁଟ,୨୬।୧୦: ଉତ୍ତରପ୍ରଦେଶର ମେରୁଟରେ ଏକ ହିଟ୍ ଆଣ୍ଡ ରନ୍ ମାମଲା ସାମ୍ନାକୁ ଆସିଛି। ଦ୍ରୁତ ଗତି ଯୋଗୁ ଏକ ସ୍କର୍ପଓ ଚାଳକ ହଠାତ ଭାରସାମ୍ୟ ହରାଇ ଜଣେ ବେଲୁନ୍ ବିକ୍ରେତାଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିଲେ। ଏହାପରେ ସେଠାରୁ ଖସିବାକୁ ଚେଷ୍ଟା…
ଲୋମ ଟାଙ୍କୁରା ଦୃଶ୍ୟ: କାର୍ରେ ପିଟିହୋଇ ପଡିଲେ ଟ୍ୟାଙ୍କର ଚକା ତଳେ, ଏତେ ପରେବି…
ରାସ୍ତାରେ ଯାଉଥିବା ସମୟରେ ସତର୍କତା ଅବଲମ୍ବନ କରିବା ଜରୁରୀ। ତେବେ ଅନେକ ସମୟରେ ବିପଦ କେଉଁଠୁ କେମିତି ଆସି ପହଞ୍ଚି ଯାଏ ତାହା ଜାଣିବା କଷ୍ଟକର। ନିକଟରେ ଭାଇରାଲ ହେଉଥିବା ଏକ ଭିଡିଓରେ ଏକ ଭୟଙ୍କର ଦୁର୍ଘଟଣା ଦେଖିବାକୁ ମିଳୁଛି। ଯାହାକୁ…
ଟ୍ରେନିଂ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ
ପୁଣେ,୨୨।୧୦: ଏଠାରେ ରବିବାର ସକାଳେ ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାର ଶିକାର ହୋଇଛି। ଗୋଜୁବାଭି ଗ୍ରାମ ନିକଟରେ ପ୍ରଶିକ୍ଷଣ ଲାଗି ଉଡାଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଦୁଇଜଣ ଟ୍ରେନି(ପ୍ରଶିକ୍ଷକ) ପାଇଲଟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି…
୨ ଟ୍ରକ୍ ମଧ୍ୟରେ ଚାପିହେଲା କାର୍
ବାଙ୍ଗିରିପୋଷି, ୨୨ା୧୦(ସଞ୍ଜୟ କୁମାର ଅଗ୍ରୱାଲା)ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍ ମଧ୍ୟରେ ଏକ କାର୍ ଚାପିହୋଇଯିବାରୁ କାର୍ରେ ଥିବା ୨ ମହିଳାଙ୍କ…
Archives


