ଓଭର ବ୍ରିଜ୍ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ ୮୬୨୨…
ଟ୍ରାକ୍ଟର ସହ ପିଟିହେଲା ସ୍କୁଟି, ଚାଲିଗଲା ଚାଳକଙ୍କ ଜୀବନ
ତିହିଡ଼ି,୩୦ା୩(ସଞ୍ଜିତ ବଳ): ଭଦ୍ରକ ଚାନ୍ଦବାଲି ରାଜ୍ୟ ରାଜପଥର ରାଢଙ୍ଗ ଛକରେ ଶନିବାର ମଧ୍ୟାହ୍ନରେ ଟ୍ରାକ୍ଟର ସହ ପିଟି ହେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଚାଳକଙ୍କ ନାଁ ଶୁଭାଶିଷ ପାଣିଗ୍ରାହୀ(୪୦) ଏବଂ ତାଙ୍କ ଘର ଭଦ୍ରକ ଜିଲା…
ଯାତ୍ରୀବାହୀ ବସ୍କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍ଅପ୍, ଚାଲିଗଲା ଡ୍ରାଇଭରଙ୍କ ଜୀବନ
ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ…
ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର
ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍ ଟ୍ୟାଙ୍କର ସହ ତାଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା ରେଢ଼ାଖୋଲର…
ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ (୭୫)।…
ରାସ୍ତାରୁ ଯାଇ ବିଲ ହିଡ଼ରେ ପିଟିହେଲା ଏମ୍ପିଙ୍କ କାର, ପରେ…
ନବରଙ୍ଗପୁର,୧୧।୨: ନବରଙ୍ଗପୁର ଏମ୍ପି ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଏମ୍ପି ମାଝି ଏବଂ ତାଙ୍କ ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ଉମରକୋଟ ଥାନା ଚିକଲପଦର ନିକଟରେ ତାଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାରୁ…
ଏମପି ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ
ଢେଙ୍କାନାଳ,୨୭।୧: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡର ଏମପି ଜୁଏଲ ଓରାମଙ୍କ କାରରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସାଂସଦ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିବାବେଳେ ଢେଙ୍କାନାଳର ରେକୁଲା ଛକରେ ଏହି ଘଟଣା ଘଟିଛି। ମୃତକଙ୍କ ନାମ ଧନକାନାଲର ସର୍ବେଶ୍ୱର…
ବସ୍-ପିକ୍ଅପ୍ ମୁହାଁମୁହିଁ: ୩ ମୃତ, ୪ ଆହତ
ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍ଅପ୍ ଓ ବସ୍ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
ଭାରସାମ୍ୟ ହରାଇ ରାଜପଥ କଡ଼ରେ ଥିବା ମୁଢ଼ି ମିଲ୍ରେ ପଶିଗଲା ଟ୍ରେଲର, ୩ ଗୁରୁତର
ପାଟଣା, ୨୫।୧(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରେଲର ରାଜପଥ କଡ଼ରେ ଥିବା…
ଦୁଇ ବାଇକ୍ ମୁହାଁମୁହିଁ: ଚାଲିଗଲା ୨ ଜୀବନ, ୨ ଗୁରୁତର
କାମାକ୍ଷାନଗର,୧୧ା୧(ଅମଜାଦ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର-ତୁମୁସିଙ୍ଗା ଥାନା ମହୁଲି ଓଟିପିସିଏଲ କଲୋନୀ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଦ୍ବୟ ହେଲେ ମହୁଲି ଗ୍ରାମର ସାଗର…
ଓଲଟିଲା କାର୍, ଟ୍ରକ୍ ସହ ପିଟିହେଲା ବସ୍
କେନ୍ଦୁଝର,୩ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଦ୍ମପୁର ମୁଖ୍ୟ ବଜାର ନିକଟରେ ଭାରସାମ୍ୟ ହରାଇ (ଓଡି-୧୪-ଡବ୍ଲୁ-୪୪୪୫) ନମ୍ବର ବିଶିଷ୍ଟ ଏକ କାର୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ସୌଭାଗ୍ୟବଶତଃ ଚାଳକ ସମେତ ୪ଜଣ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର…
ଘନ କୁହୁଡ଼ି ହେଲା କାଳ, ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍: ୩ ମୃତ, ୫୦ରୁ ଅଧିକ ଆହତ
ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍କୁ କଟକରୁ କେନ୍ଦ୍ରାପଡା…
Archives


