ଓଲଟିଲା ଯାତ୍ରୀବାହୀ ବସ, ୧୫ ମୃତ
ଉଧମପୁର,୨୦।୪: ଜମ୍ମୁ କଶ୍ମୀରର ଉଧମପୁରରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଉଧମପୁର ରାମନଗରର କାଗୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି ଏବଂ ରିପୋର୍ଟ ଅନୁଯାୟୀ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୫ ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁ ସଂଖ୍ୟା…
୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…
କାମ ସାରି ବାଇକ୍ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍, କଚାଡ଼ି ହୋଇ…
ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ଉପେନ୍ଦ୍ର ନାଇକ(୫୦) ଏବଂ ତାଙ୍କ ଭଣଜା କ୍ଷେତ୍ରମଣି ନାଇକ(୩୦) ଗୁରୁତର…
ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….
ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ ପାଲି ଦେଇ ବଲାଙ୍ଗୀରକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା…
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା ଧକ୍କା ଦେଇ ଚମ୍ପଟ ମାରିଛି। ମୃତ ଯୁବକ ଜଣକ ମୟୂରଭଞ୍ଜ ଜିଲ୍ଲା ଉଦଳା…
ବୋଲେରୋ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ
ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିବା ବେଳେ ଗାଡ଼ିଚାଳକଙ୍କୁ ମଧ୍ୟ ପୋଲିସ ଗିରଫ…
କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍ ଉପରେ ମାଡିଗଲା ବାଲି ବୋଝେଇ ହାଇୱା
ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ ଦୁର୍ଘଟଣା ଘଟିଛି। ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ ଯୁବକ ମଧ୍ୟପ୍ରଦେଶର ରାହୁଲ ମେଘୱାଲ ବୋଲି ଜଣାପଡିଛି। ସେ ବାଇକରେ ଯାଉଥିବାବେଳେ ବାଲି…
କଲେଜ ଫେୟାରଓ୍ବେଲ୍ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…
ଜଗତ୍ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍ସିଂହପୁର ନିକଟ ଅଳସୁଦା…
ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା
ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା ଟ୍ରକ ସହିତ ଧକ୍କା ଖାଇଛି, ଯାହା ଫଳରେ ଅନେକ ଲୋକ ଗୁରୁତର ଆହତ…
୨ ଜଣଙ୍କୁ ଧକ୍କା ଦେଲା ହାଇଓ୍ବା
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ରବିବାର ମଧ୍ୟାହ୍ନରେ ଏକ ହାଇଓ୍ବା ଗାଡ଼ି ଧକ୍କାରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜଗନ୍ନାଥ ବେହେରା ଓ ପ୍ରତାପ ଚନ୍ଦ୍ର ଦାସ। ଆହତ ଦ୍ବୟଙ୍କୁ ସଂପୃକ୍ତ…
ପାରିବାରିକ କଳହର କରୁଣ ପରିଣତି, ବୃଦ୍ଧଙ୍କୁ ହତ୍ୟା
ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲାରେ ଦିନକୁ ଦିନ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଶୁକ୍ରବାର ସକାଳୁ ସକାଳୁ ଅତାବିରା ଥାନା ଅନ୍ତର୍ଗତ ଟୋପ ଅଞ୍ଚଳରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଟୋପ-ହିର୍ଲିପାଲି ଗ୍ରାମ୍ୟ…
ବାଇକ୍-କଣ୍ଟେନର ମୁହାଁମୁହିଁ ଧକ୍କା: ୩ ମୃତ, ନିଆଁରେ ପୋଡିଗଲା….
ଜମନକିରା,୯ା୩(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡରମା ପଞ୍ଚାୟତ ଡିମିରିମୁଣ୍ଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏନଏଚ୍ ୫୩ରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହିତ କଣ୍ଟେନରରେ ମଧ୍ୟ ନିଆଁ ଲାଗିଯାଇଛି । ସୂଚନା…

