ଘଡ଼ଘଡ଼ି ଯୋଗୁ ନିୟନ୍ତ୍ରଣ ହରାଇ ବସିଲେ, ଗଛକୁ ପିଟିଲା ଡାଲା ଅଟୋ, ଚାଳକ…
ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ବୁଧବାର ଅପରାହ୍ନରେ ଏକ ଖଇ ବୋଝେଇ ଡାଲା ଅଟୋ ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡିଛି । ଚାଳକଜଣକ ଭାରସାମ୍ୟ ହରାଇବାରୁ ଗାଡ଼ିଟି ରାସ୍ତା…
ବାଇକ୍ରେ ମା-ବାପାଙ୍କ ସହ ଆସୁଥିଲେ ଝିଅ, କଣ୍ଟେନର ଧକ୍କା ଦେବାରୁ ରାସ୍ତା ଉପରେ ଛିଟିକି ପଡ଼ିଲେ, ଆଉ ତା’ ପରେ…
କେନ୍ଦୁଝର,୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସକାଳେ କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥ ଜଗମୋହନପୁର ନିକଟରେ ଏକ ରାସ୍ତା ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ବାଇକ୍ରେ କେନ୍ଦୁଝର ଆଡ଼କୁ ଆସୁଥିବା…
କେନାଲକୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି, ଚାଲିଗଲା ୧୧ ଜୀବନ
ଲକ୍ଷ୍ନୌ,୩ା୮: ଉତ୍ତରପ୍ରଦେଶ ଗୋଣ୍ଡାର ଇଟିଆ ଥୋକ୍ ଥାନା ଅନ୍ତର୍ଗତ ଏକ କେନାଲରେ ରବିବାର ତୀର୍ଥଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଉକ୍ତ ଗାଡ଼ିରେ ୧୫ ଜଣ ଯାତ୍ରୀ ଥିଲେ ଏବଂ ସେମାନେ ପୃଥ୍ବୀନାଥ ମନ୍ଦିର ଦର୍ଶନ କରିବାକୁ…
ଟୋଲ୍ପ୍ଲାଜା ବୁଥ୍ ଉପରକୁ ଚଢ଼ିଗଲା କାର୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି…
ଗଛରେ ବାଇକ୍ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ
ବଘିଆପଡ଼ା,୭ା୭(ଶ୍ରୀକାନ୍ତ ସାହୁ): ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଜହ୍ନାପଙ୍କ-ଖଲିଆପାଲି ରାସ୍ତାର ତାଳଗରୀ ଛକରେ ରବିବାର ରାତିରେ ଏକ ବାଇକ ଆରୋହୀ ବିଜାପଦର ଗ୍ରାମକୁ ଯାଉଥିବା ସମୟରେ ଏକ ନିମ୍ବ ଗଛରେ ପିଟି ହେବାରୁ ବାଇକ ଆରୋହୀ ଗୁରୁତର ହୋଇଥିଲେ। ବିଜାପଦର…
ରଥଯାତ୍ରା ଡ୍ୟୁଟିକୁ ଆସୁଥିଲେ ମହିଳା କନଷ୍ଟେବଳ, ପଛରୁ ପିଟିଲା ଟ୍ରେଲର, ଆଉ ତା’ ପରେ…
ରାୟଗଡ଼ା,୫ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨…
ଭୟଙ୍କର ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା, ୪ ଗୁରୁତର
ଟେନ୍ସା,୪ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଘଟିଯାଇଛି ଭୟଙ୍କର ଦୁର୍ଘଟଣା। ଘଟଣାସ୍ଥଳରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ହାଇଓ୍ବାଟି ଏତେ ଜୋର୍ରେ ଏକ ଭ୍ୟାନ ଧକ୍କା ଦେଇଛି…
ମାଛ ବ୍ୟବସାୟୀଙ୍କୁ ଚାପିଦେଲା ମାଛ ବୋଝେଇ କଣ୍ଟେନର, ୬ ଘଣ୍ଟା ମୃତଦେହ ରଖି
ଭୋଗରାଇ,୨୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଚନ୍ଦନେଶ୍ୱର- ଜଳେଶ୍ୱର ୫୭ ନଂ ରାଜ୍ୟ ରାଜପଥ କମର୍ଦ୍ଦା ବଜାର ନିକଟରେ ଗୁରୁବାର ସକାଳ ସାଢ଼େ ୮ଟାରେ ଏକ ମାଛ ବୋଝେଇ କଣ୍ଟେନର ଜଣେ ବାଇକ୍ ଆରୋହୀଙ୍କୁ ପଛପଟରୁ ଧକ୍କା ଦେବାରୁ ବାଇକ୍ ଆରୋହୀ ଘଟଣାସ୍ଥଳରେ…
ଛିଡ଼ା ହୋଇଥିବା ଟ୍ରକ୍କୁ ପିଟିଲା ବାଇକ୍, ଚାଲିଗଲା ଚାଳକଙ୍କ ଜୀବନ
ପାଇକମାଳ, ୨୫।୬(ବଡ ଶତପଥୀ): ବରଗଡ ଜିଲା ପାଇକମାଳରୁ ୬ କିମି ଦୂର ନୂଆପଡା ଯିବା ରାସ୍ତାର କିଙ୍ଗ ହୋଟେଲ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସି ରାସ୍ତା ନିକଟରେ ଛିଡ଼ା ହୋଇଥିବା ଟ୍ରକ(GJ 27 TT 7089)କୁ ଧକ୍କା ଦେବା…
ବିବାହ ଭୋଜି ଖାଇ ଫେରୁଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଅଜଣାଗାଡ଼ି
ପରଜଙ୍ଗ,୨୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବରିହାପୁରସ୍ଥିତ ନିୟୁ ବିଶାଳ ଢାବା ସମ୍ମୁଖ ସର୍ଭିସ ରୋଡ୍ରେ ରବିବାର ରାତି ୯ଟାରେ ଏକ ଅଜଣା ଗାଡ଼ିଧକ୍କାରେ ବାରିହାପୁର ଗ୍ରାମର ଗୁରୁଚରଣ ବିଶ୍ୱାଳ (୭୫)ଙ୍କର ମୃତ୍ୟୁ ହୋଇଛି।…
ଏଥର ବିମାନ ନୁହେଁ ଆକାଶରେ ଫାଟିଲା ହଟ ଏୟାର ବେଲୁନ, ୮ ମୃତ
ବ୍ରାଜିଲ,୨୧।୬: ବ୍ରାଜିଲରେ ଏକ ହୃଦୟବିଦାରକ ଦୁର୍ଘଟଣା ଘଟିଛି। ବ୍ରାଜିଲର ଦକ୍ଷିଣ ରାଜ୍ୟ ସାଣ୍ଟା କାଟାରିନାରେ ଏକ ହଟ ଏୟାର ବେଲୁନରେ ମଝି ଆକାଶରେ ନିଆଁ ଲାଗିଗଲା। ଏହି ଭୟଙ୍କର ଦୁର୍ଘଟଣାରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଛି। ସେହି ସମୟରେ,…
ଖଲ୍ଲିକୋଟ ବଡ଼ ଘାଟି ଉପରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍ ମାଡ଼ିଯିବା ପରେ ରାସ୍ତା ସାରା ବିଛାଡ଼ି ହୋଇ ପଡ଼ିଛି…
ଖଲ୍ଲିକୋଟ,୧୭।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବଡ଼ ଘାଟି ରାସ୍ତାରେ ମଙ୍ଗଳବାର ଅପରାହ୍ନରେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଛେଳି ପଲ ରାସ୍ତାରେ ଯାଉଥିବା ବେଳେ ଏକ ଟ୍ରକ ମାଡି…
Archives


