Tag Archives: accident

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମାପଡ଼ା ଅଞ୍ଚଳର ଏକ ଗାଡ଼ିରେ ୧୩ ଜଣ ମିଶି…

ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌, ୧୦ ମୃତ

ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ ବସ୍‌ ଚିତ୍ତୁର-ମାର୍ଦୁମଲ୍ଲୀ ଘାଟ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ ଗଭୀର ଘାଟିକୁ ଖସିପଡ଼ିଛି। ଘଟଣାସ୍ଥଳେ…

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ପଣ୍ଡା (୫୮)ଙ୍କ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

ରାସ୍ତାକଡ଼ ସାଇନ୍‌ବୋର୍ଡରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଚନ୍ଦ୍ରଗିରି…

ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ସାନଭାଇ ଅଜୟ…

ଘରକୁ ଫେରିବାବେଳେ ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଲା ପିକ୍‌ଅପ୍‌

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପଳାଶପୁର-ଡେଙ୍ଗାଓସ୍ତା ରାସ୍ତାର ଲୁଣିଲାଠି ଗ୍ରାମ ନିକଟରେ ବୁଧବାର ଅପରାହ୍ନରେ ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି ୦୫ ବିଜି-୨୨୦୬) ଏକ ବାଇକ୍‌ (ନଂ.ଓଡି୦୫ ଡବ୍ଲ୍ୟୁ – ୮୮୯୬)କୁ ଧକ୍କା ଦେବାରୁ ବାଇକ୍‌ ଚାଳକ ପାଟପୁର…

ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ୨ଜଣ…

ମୌଳଭଞ୍ଜା ବ୍ରିଜ ଉପରେ ୨ ପଲସର ମୁହାଁମୁହିଁ, ୪ ଯୁବକ ଗୁରୁତର

ଦିଗପହଣ୍ଡି, ୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମୌଳାଭଞ୍ଜା ବ୍ରିଜ ଉପରେ ମଙ୍ଗଳବାର ସାରେ ୨ଟି ପଲସର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୪ ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ…

୧୦ ଫୁଟ ତଳେ ପଡ଼ିଥିଲେ ଯୁବକ, ଆଧାରକାର୍ଡରୁ ଜଣାପଡ଼ିଲା ପରିଚୟ

ମୋହନା,୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲେଡ଼ବନ୍ଧ ବୁଲାଣି ରାସ୍ତା କଡ଼ରୁ ଯୁବକକୁ ପୋଲିସ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଦ୍ୱାରା ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ କିନ୍ତୁ ଡାକ୍ତର କିରନ କୁମାର ସାହୁ ମୃତ ଘୋଷଣା କରିଛନ୍ତି।…

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର…

ଟ୍ରେନିଂକୁ ଯାଉଥିଲେ ଫରେଷ୍ଟର, ବାଟରେ ଚାଲିଗଲା ଜୀବନ

ନବରଙ୍ଗପୁର,୫ା୧୧(ସଦାଶିବ ପ୍ରହରାଜ): କାର୍‌ ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଫରେଷ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପଟେ ପିକ୍‌ଅପ୍‌ ଡ୍ରାଇଭର ମଧ୍ୟ ଗୁରୁତର ରହିଛନ୍ତି। ଗୁରୁତର ୩ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?