କାର୍କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର
ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା ଧାମନଗର ଅଞ୍ଚଳର ୫ ଜଣ ଲୋକ ପଶ୍ଚିମବଙ୍ଗରୁ ଏକ ଓମିନି ଯୋଗେ ଘରକୁ...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ପଛରେ ପିଟିହେଲା କାର୍, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ
ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ...
ଲକ୍ଷ୍ମୀ ବସ୍ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼
କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ...
ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍
ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର...
ଦୀପାବଳି ଛୁଟିରେ ବୁଲିବାକୁ ଯାଉଥିଲେ ୪ ସାଙ୍ଗ, ଗଛରେ ପିଟିହେଲା କାର୍
ବୌଦ୍ଧ,୩।୧୧(ଅଜିତ କୁମାର ବାରିକ): ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଚାରି ଜଣ ସାଙ୍ଗ ଗୁରୁତର ହୋଇଛନ୍ତି। ବୌଦ୍ଧ କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନେ ହେଲେ ଶ୍ରୀରାମ ଅଗ୍ରୱାଲ , କ୍ରିସ...
ବାଇକ୍କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର
ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍-୩୯୦୩) ଶନିବାର ମଧ୍ୟାହ୍ନରେ ଏକ ବାଇକ୍ (ନଂ.ଓ ଆର ୦୭ ଓ୍ବାଇ -୩୮୫୯)କୁ ଧକ୍କା...
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା
ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ...
ବସ୍ ପଛରେ ପିଟିହେଲା ବସ୍: ୨୦ ଆହତ
ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍ ପଛରେ ଆଉ ଏକ ବସ୍ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍...
ଟ୍ରକ୍ ଧକ୍କାରେ ଚାଲିଗଲା ବାଇକ୍ଚାଳକଙ୍କ ଜୀବନ, ଜଣେ ଗୁରୁତର
ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ...
ଟ୍ରେଲର ପଛରେ ପିଟିହେଲା ବସ୍, ୧୦ ଆହତ
କଟକ,୨୧ା୯: କଟକର ଏନ୍ଏଚ୍ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ କଟକ...
ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍, ଆଉ ତା’ ପରେ…
କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ଆରମ୍ଭ ହୋଇଥିବା ୧୨ ଘଣ୍ଟିଆ ଏନ୍ଏଚ୍ ୪୯ ଅବରୋଧ ଆନ୍ଦୋଳନ ଓ...
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ୨ ଜୀବନ
ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ରକ୍ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକ...
Archives


