ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି… ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼ ଗ୍ରାମର ବିଭୂତି ପରେଇଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତର ଅବସ୍ଥାରେ…