ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି… ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ ଗତକାଲି ଯାଜପୁର କୁଆଖିଆରୁ ଗିରଫ କରିଛି। ଗତକାଲି ବିଳମ୍ବିତ ରାତିରେ କଟକ ସାଇବର…