ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା) ବିଷୋୟୀଙ୍କୁ ହାଣି ହତ୍ୟା ଉଦ୍ୟମ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ…