ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ବିଦ୍ୟାଭାରତୀ ପଣ୍ଡାଙ୍କ ଅଡୁଆ ବଢ଼ିଲା କଟକ,୯ା୭: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀ ଏବଂ ଡିଏଫ୍ଓ ସଂଗ୍ରାମ ବେହେରାଙ୍କୁ ଝଟ୍କା ଲାଗିଛି। ଉଭୟଙ୍କ ପିଟିଶନ ଖାରଜ ହୋଇଯାଇଥିବାବେଳେ ହତ୍ୟା ମାମଲା ଚାଲୁ ରହିବ ବୋଲି ହାଇକୋର୍ଟ କହିଛନ୍ତି। ରୋଷେୟା ମନ୍ତଥ କୁମ୍ଭଙ୍କ ନାଁରେ ମଧ୍ୟ…