ACF ସୌମ୍ୟଙ୍କ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ଚାକିରିରୁ ନିଲମ୍ବିତ ହେଲେ ବିଦ୍ୟାଭାରତୀ
ଭୁବନେଶ୍ୱର,୨୩ା୧୧: ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ବଡ଼ା ଝଟକା ଲାଗିଛି । ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି । ପାରଳାଖେମୁଣ୍ଡି IIC ଓ SDJM କୋର୍ଟଙ୍କ ଚିଠି ଆଧାରରେ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା…

